The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପୋଖରୀକୁ ଖସି ପଡିଲା ବସ , ୧୭ ମୃତ

Facebook
Twitter
LinkedIn

ନୂଆଦିଲ୍ଲୀ : ପୋଖରୀକୁ ଖସି ପଡିଲା ବସ । ଫଳରେ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି । ବାଂଲାଦେଶର ଝାଲାକାଥି ସଦର ଉପଜିଲ୍ଲାର ଛତ୍ରକଣ୍ଡ ଅଞ୍ଚଳରେ ବସଟି ପୋଖରୀକୁ ଖସିପଡିଥିଲା । ମୃତକଙ୍କ ମଧ୍ୟରେ ୩ ଜଣ ପିଲା ରହିଥିବା ଜଣାପଡିଛି । ଆହତଙ୍କୁ ତୁରନ୍ତ ହସପିଟାଲରେ ଭର୍ତ୍ତି କରାଯାଇଛି । ବସ୍ କ୍ଷମତା ଠାରୁ ଅଧିକ ଯାତ୍ରୀ ନେଉଥିବାରୁ ଏଭଳି ଦୁର୍ଘଟଣା ହୋଇଛି ବୋଲି କୁହାଯାଉଛି ।


ଖବର ମୁତାବକ, ବାଂଲାଦେଶ ବଶରରେ ସ୍ମୃତି ପରିବହନ ନାମକ ବସ୍ର ଯାତ୍ରୀ କ୍ଷମତା ୫୨ ରହିଥିବା ବେଳେ ୬୦ ଯାତ୍ରୀଙ୍କୁ ନେଇ ବସଟି ଯାଉଥିଲା । ବସଟି ପିରୋଜପୁରର ଭଣ୍ଡାରିଆରୁ ବାହାରି ଯାଉଥିବା ବେଳେ ଛତ୍ରକଣ୍ଡ ନିକଟ ରାସ୍ତା କଡରେ ଥିବା ଏକ ପୋଖରୀକୁ ଖସିପଡିଥିଲା ବସ୍ । ତେଣୁ ପୋଖରୀ ଭିତରେ ଶ୍ୱାସରୁଦ୍ଧ ହୋଇ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି । ଆଉ ଅନ୍ୟ ଯାତ୍ରୀ ସୁରକ୍ଷିତ ରହିଛନ୍ତି । ଦୁର୍ଘଟଣା ପରେ ସ୍ଥାନୀୟ ଗ୍ରାମବାସୀ ଲୋକମାନଙ୍କୁ ବସ୍ରୁ ଉଦ୍ଧାର କରିଥିଲେ । ପରେ ପ୍ରଶାସନ ଏବଂ ପୋଲିସ ଆସି ଉଦ୍ଧାର କରିଥିଲା । ତେବେ ସୁରକ୍ଷିତ ରହିଥିବା ଯାତ୍ରୀ ବସ୍ ଡ୍ରାଇଭରଙ୍କ ଦାୟିତ୍ୱହୀନତା ପାଇଁ ଏଭଳି ଦୁର୍ଘଟଣା ହୋଇଛି ବୋଲି କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login