The Ultimate Managed Hosting Platform
ADVERTISEMENT

ପୋଖରୀରେ ବୁଡିଗଲେ ୨ ଭାଇ

Facebook
Twitter
LinkedIn

ସୁନ୍ଦରଗଡ : ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ୨ ଭାଇ । ହେମଗିରି ଅନ୍ତର୍ଗତ ଝୁପୁରୁଙ୍ଗାରେ ଅଭାବନୀୟ ଘଟଣା । ଗତକାଲି ଗାଧୋଇବାକୁ ଯାଇ ୨ ଭାଇ ନିଖୋଜ ଥିଲେ । ଅଗ୍ନିଶମ ବାହିନୀ ପକ୍ଷରୁ ଖୋଜାଖୋଜି ପରେ ମୃତଦେହ ଉଦ୍ଧାର ହୋଇଥିଲା । ପ୍ରଥମେ ଦେବାଶିଷ ପାଣିକୁ ଓହ୍ଲାଇ ବୁଡ଼ିବାକୁ ଯାଉଥିବା ବେଳେ ବଡ଼ଭାଇ ଚିତ୍ତ ମାକର ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ ପାଣିରେ ବୁଡ଼ି ଯାଇଥିଲେ । ଆଜି ସକାଳୁ ମୃତଦେହ ଉଦ୍ଧାର ପରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ । ହେମଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ରଖା ଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login