The Ultimate Managed Hosting Platform
ADVERTISEMENT

ପୋଖରୀରେ ବୁଡି ୨ ମହିଳା ମୃତ

Facebook
Twitter
LinkedIn

ବାଲିଗୁଡା : ଗାଁ ପୋଖରୀରେ ବୁଡି ୨ ମହିଳା ମୃତ । ଜି ଉଦୟଗିରି ଥାନା ଲିଙ୍ଗାଗଡ ଗାଁରେ ଅଘଟଣ । ଗାଧୋଇବା ବେଳେ ପ୍ରଥମେ ଜଣେ ମହିଳା ବୁଡିଗଲେ । ଉଦ୍ଧାର ଉଦ୍ୟମ ବେଳେ ଅନ୍ୟ ଜଣେ ମହିଳା ବି ବୁଡିଯାଇ ମୃତ । ମୃତକ ଦୁଇ ଜଣ କୁରୁମଣି ଓ ସୂର୍ୟ୍ୟକାନ୍ତି ପ୍ରଧାନ। ଆଜି ସକାଳେ ମହିଳା ଦୁଇ ଜଣ ଗାଧୋଇବାକୁ ପୋଖରୀକୁ ଯାଇଥିବାବେଳେ ଗୋଡ଼ ଖସି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ଜି ଉଦୟଗିରି ପୋଲିସ ଘଟଣାର ତଦନ୍ତ କରୁଛି। ଏହି ଘଟଣା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ...

ADVERTISEMENT
ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ

ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ...

Login