The Ultimate Managed Hosting Platform
ADVERTISEMENT

ପୋଲାଭରମ ବିବାଦ :୪ ରାଜ୍ୟ ସହ ବୈଠକ କରିବେ ପିଏମ

Facebook
Twitter
LinkedIn

ଭୁବନେଶ୍ୱର : ପୋଲାଭରମ ପ୍ରକଳ୍ପ ବିବାଦ ନେଇ ବୈଠକ କରିବେ ପ୍ରଧାନମନ୍ତ୍ରୀ । ମେ ୨୮ ତାରିଖରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ । ସାମିଲ ହେବେ ଓଡିଶା, ଆନ୍ଧ୍ର, ଛତିଶଗଡ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ । ପ୍ରକଳ୍ପର ସମୀକ୍ଷା ସହ ଆନ୍ଥଃରାଜ୍ୟ ବିବାଦ ଉପରେ ହେବ ଆଲୋଚନା । ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ସମସ୍ତ ଚାରୋଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ସିଧାସଳଖ ଆଲୋଚନା କରିବାକୁ ଯାଉଛନ୍ତି। ଓଡ଼ିଶା ଏହି ବୈଠକରେ କଣ ପକ୍ଷ ରଖିବ ସେ ନେଇ ରାଜ୍ୟ ସରକାର ନିଜକୁ ପ୍ରସ୍ତୁତ କରିଛନ୍ତି। ଦୁଇ ଦିନ ପୂର୍ବରୁ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ସୂଚନାଯୋଗ୍ୟ, ଓଡ଼ିଶା, ଛତିଶଗଡ଼ ଏବଂ ତେଲେଙ୍ଗାନା ଦ୍ୱାରା ଦାଖଲ କରାଯାଇଥିବା ଆବେଦନଗୁଡ଼ିକ ସୁପ୍ରିମକୋର୍ଟରେ ବିଚାରାଧୀନ ଅଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

ପାକିସ୍ତାନରେ ଭୀଷଣ ଅଗ୍ନିକାଣ୍ଡ, ୫ ଜଣଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଭୀଷଣ ଅଗ୍ନିକାଣ୍ଡ, ୫ ଜଣଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନର ପେଶାୱାର ସହରରେ ଭୀଷଣ ଅଗ୍ନିକାଣ୍ଡ ଘିଟିଛି । ଏହି ଅଗ୍ନିକାଣ୍ଡରେ ୫ଜଣ ଲୋକଙ୍କର ମୃତ୍ୟୁ ଘଟିଛି । ଏହା ସମେତ ଅନେକ ଲୋକ...

ADVERTISEMENT
ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

Login