ମାଲକାନଗିରି : ୨ ଜଣଙ୍କୁ ହାଣି ଜୀବନ ନେଇଗଲେ ମାଓବାଦୀ । ଛତିଶଗଡ ବିଜାପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ । ପୋଲିସ ଇନଫର୍ମର ସନେ୍ଦହରେ ହତ୍ୟା କରିଥିବା ସୂଚନା । ଦୁଇ ମୃତକ ହେଲେ ଛୁଟବାଇ ଗାଁର ୫୦ ବର୍ଷୀୟ ଯୋଗା କୱାସୀ ଓ ବଡେ ତର୍ରେମ ଗାଁର ୫୫ ବର୍ଷୀୟ ମଙ୍ଗଲୁ କୁରସମ। ଉଭୟଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ମାଓବାଦୀ।
Views: 46











