The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପୋଲିସ ଏନକାଉଣ୍ଟରରେ ଟଳିପଡିଲେ ୧୦ ମାଓବାଦୀ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ମାଓସାମଗ୍ରୀ ଜବତ

Facebook
Twitter
LinkedIn

ମାଲକାନଗିରି : ପୋଲିସ ଗୁଳିରେ ଟଳିପଡିଲେ ୧୦ ମାଓବାଦୀ । ଛତିଶଗଡ ସୁକମା ଜିଲ୍ଲା ଭେଜି ଜଙ୍ଗଲରେ ପୋଲିସର ଏନକାଉଣ୍ଟର । ଘଟଣାସ୍ଥଳରୁ ଇନସାସ, ଏକେ-୪୭, ଏସଏଲଆର, ୩ଟି ବନ୍ଧୁକ ଓ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ମାଓ ସାମଗ୍ରୀ ଜବତ । ଡିଆରଜି ଯବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଛି । ଏ ନେଇ ସୂଚନା ଦେଇଛନ୍ତି ବସ୍ତର ଆଇଜି ପି. ସୁନ୍ଦରାଜ । ଆଜି ସକାଳୁ ଚାଲିଥିଲା ସର୍ଚ୍ଚ ଅପରେସନ । ଉଭୟ ପକ୍ଷ ମଧ୍ୟରେ ହୋଇଥିଲା ଗୁଳିବିନିମୟ ।
ମାଓ ଅପରେସନରେ ନୂଆପଡା ଜିଲ୍ଲାର ୫ଟି ଏସଓଜି ଟିମ ସହ ନବରଙ୍ଗପୁର ଏବଂ ପଡୋଶୀ ଛତିଶଗଡର ଯବାନମାନେ ସାମିଲ ଥିଲେ । ଛତିଶଗଡ ଝରିଆବନ୍ଧ ଜିଲ୍ଲା ଯୁଗାଡ ଥାନା କୁମକୁଟ ଓ ଦେବଝର ଜଙ୍ଗଲରେ ଟପ ମାଓ ନେତା ମାନେ ବଡ ଧରଣର ଅଘଟଣ ଘଟାଇବା ପାଇଁ ଯୋଜନା କରୁଥିଲେ । ଏ ନେଇ ଗୁଇନ୍ଦା ବିଭାଗ ପକ୍ଷରୁ ଖବର ପାଇବା ପରେ ସେହି ଅଂଚଳରେ ୨ ରାଜ୍ୟର ପୋଲିସ ବିଭାଗ ପକ୍ଷରୁ ମିଳିତ ଭାବେ କୁମ୍ବିଂ ଅପରେସନ କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login