The Ultimate Managed Hosting Platform
ADVERTISEMENT

ପୋଲ ତଳକୁ ଖସିଲା କାର, ମହିଳାଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଜଗତସିଂହପୁର ; ପୋଲ ତଳକୁ ଖସିଲା କାର । ଦୁର୍ଘଟଣାରେ ଚାଲିଗଲା ମହିଳାଙ୍କର ଜୀବନ । ପୁଅ ଓ ଭଣଜା ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଏନଏଚ ୫୫ କଟକ-ମାଛଗାଁ ରାସ୍ତା ଜୟଶୋଳ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login