The Ultimate Managed Hosting Platform
ADVERTISEMENT

ପ୍ରକାଶ ପାଇଲା ନୂଆପଡା ଭୋଟର ତାଲିକା

Facebook
Twitter
LinkedIn

ନୂଆପଡା : ପ୍ରକାଶ ପାଇଲା ନୂଆପଡା ବିଧାନସଭାର ଚୂଡାନ୍ତ ଭୋଟର ତାଲିକା । ସବୁ ରାଜନୈତିକ ଦଳ ଉପସ୍ଥିତିରେ ତାଲିକା ପ୍ରକାଶ କଲେ ଜିଲ୍ଲାପାଳ । ନୂଆପଡାରେ ମୋଟ ଭୋଟର ୨ ଲକ୍ଷ ୫୩ ହଜାର ୬୨୪ ଜଣ । ପୁରୁଷ-୧ ଲକ୍ଷ ୨୪ ହଜାର ୧୦୮, ମହିଳା-୧ ଲକ୍ଷ ୨୯ ହଜାର ୪୯୫ , ବରିଷ୍ଠ ନାଗରିକ-୧୭୮୬ , ଯୁବ ଭୋଟର -୯୪୨୯ , ଭିନ୍ନକ୍ଷମ -୩୯୮୮ ଜଣ । ସୂଚନାଯୋଗ୍ୟ, ନୂଆପଡ଼ା ବିଧାନସଭା ମଣ୍ଡଳୀ -୭୧ ନୂଆପଡ଼ା, ୧୧- କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଟେ। ଏଥିପାଇଁ ନଭେମ୍ବର ୧୧ରେ ଉପନିର୍ବାଚନ ଘୋଷଣା କରାଯାଇଛି। ବୈଠକରେ ଜିଲାପାଳ ସମସ୍ତଙ୍କୁ ସ୍ବାଗତ କରି କହିଲେ ଯେ, ଏହି ନିର୍ବାଚନ ମଣ୍ଡଳୀରେ ମୋଟ୍ ୩୫୮ଟି ଭୋଟ୍ କେନ୍ଦ୍ର ଅଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login