କଟକ : ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଟ ପ୍ରକାଶ । ଚଳିତ ବର୍ଷର ପାସ ହାର ୯୬.୦୭ ପ୍ରତିଶତ । www.bseodisha.ac.inରେ ମିଳିବ ରେଜଲ୍ଟ । ଇଣ୍ଟରନେଟ୍ ସୁବିଧା ନଥିଲେ ଏସଏମଏସ୍ କରି ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ । ଏଥିପାଇଁ ହ୍ୱାଟ୍ସଆପରେ R10 ଲେଖି ୫୬୭୬୭୫୦ରେ ମେସେଜ୍ କଲେ ପାଇପାରିବେ ରେଜଲ୍ଟ । ଏହାପରେ ଅପରାହ୍ନ ୪ଟା ସୁଦ୍ଧା ଛାତ୍ରଛାତ୍ରୀ ପାଇପାରିବେ ଡିଜିଟାଲ ସାର୍ଟିଫିକେଟ୍ । ଏଥିପାଇଁ BSE/Hi ଲେଖି ୭୭୧୦୦୫୮୧୯୨ ହ୍ୱାଟ୍ସଆପ କରିପାରିବେ ।
Views: 53