The Ultimate Managed Hosting Platform
ADVERTISEMENT

ପ୍ରକାଶ ପାଇଲା ଯୁକ୍ତ ୨ କଳା ରେଜଲ୍ଟ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରକାଶ ପାଇଲା ଯୁକ୍ତ ୨ କଳା ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଟ ପ୍ରକାଶ । ଯୁକ୍ତ ୨ କଳାରେ ପାସ ହାର ୭୮.୮୮% । ମୋଟ ୧ ଲକ୍ଷ ୮୧ ହଜାର ୮୬୯ ଛାତ୍ରଛାତ୍ରୀ ପାସ । ଛାତ୍ରୀଙ୍କ ପାସ୍ ହାର ୭୧.୧୦ ପ୍ରତିଶତ ରହିଥିବାବେଳେ ଛାତ୍ରଙ୍କ ପାସ୍ ହାର ୬୪.୨୩ ପ୍ରତିଶତ ରହିଛି । ସେହିପରି ଯୁକ୍ତ ଦୁଇ କଳାରେ ମୋଟ୍ ୧ ଲକ୍ଷ ୮୧ ହଜାର ୮୬୯ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । କଳାରେ ପାସହାର ରହିଛି ୭୮.୮୮ ପ୍ରତିଶତ ।
ପୂର୍ବରୁ ଗତ ମେ’ ୩୧ ତାରିଖରେ ପ୍ରକାଶ ପାଇଥିଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଭୁବନେଶ୍ୱର ସିଏଚଏସଇ କାର୍ୟ୍ୟାଳୟ ପରିସରରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଫଳାଫଳ ଘୋଷଣା କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login