The Ultimate Managed Hosting Platform
ADVERTISEMENT

ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ । ଅପରାହ୍ନ ୪ଟା ରେ ପ୍ରକାଶ ପାଇଲା ରେଜଲ୍ଟ । ଏକସଙ୍ଗେ କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ଏଥିସହିତ ଧନ୍ଦାମୂଳକ ପରୀକ୍ଷା ରେଜଲଟ ମଧ୍ୟ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି । ଏହା ସହ ପରୀକ୍ଷା ଫଳ ଘୋଷଣାର ଏକଘଣ୍ଟା ପରେ ଝଇଗଝ SAMS e-spaceରୁ ଅଧ୍ୟକ୍ଷ ଅଧ୍ୟକ୍ଷା ମାନେ ସେମାନଙ୍କ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଟାବୁଲେସନ ରେଜିଷ୍ଟର ପାଇପାରିବେ। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ମାର୍ଚ୍ଚ ୨୭ ଯାଏ ହୋଇଥିଲା। ଚଳିତ ବର୍ଷ ୧୨ ଶହ ୭୬ ସେଣ୍ଟରରେ ପରୀକ୍ଷା ଦେଇଥିଲେ ୩ ଲକ୍ଷ ୯୩ ହଜାର ୬୧୮ ଛାତ୍ରଛାତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login