The Ultimate Managed Hosting Platform
ADVERTISEMENT

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ

Facebook
Twitter
LinkedIn

ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ପାସ୍ ହାର ୮୮.୩୯ % ରହିଛି । results.cbse.gov.in କୁ ଯାଇ ପିଲାମାନେ ରେଜଲ୍ଟ ଚେକ୍ କରିପାରିବେ । ପୁଅଙ୍କ ତୁଳନାରେ ବାଜି ମାରିଲେ ଝିଅ । ଛାତ୍ରୀଙ୍କ ପାସ୍ ହାର- ୯୧.୬୪%, ଛାତ୍ରଙ୍କ ପାସ୍ ହାର-୮୫.୭୦% । ଭୁବନେଶ୍ବର କ୍ଷେତ୍ରରେ ୮୩.୬୪% ରହିଛି ପାସ୍ ହାର । ଡିଜି ଲକର, IVRS ଓ SMSରେ ଦେଖି ହେବ ରେଜଲ୍ଟ ।
ପିଲାମାନେ ସେମାନଙ୍କର ରୋଲ୍ ନମ୍ବର, ଜନ୍ମ ତାରିଖ ପ୍ରଦାନ କରି ରେଜଲ୍ଟ ଦେଖିପାରିବେ । ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ ନିମ୍ନଲିଖିତ ଲିଙ୍କରେ ଚେକ୍ କରିପାରିବେ ।
ଚଳିତବର୍ଷ ସିବିଏସଇ ପରୀକ୍ଷା ୪୨ ଲକ୍ଷରୁ ଅଧିକ ଛାତ୍ର ଦେଇଛନ୍ତି । ଏଥିରେ ୨୪.୧୨ ଲକ୍ଷ ୧୦ମ ପରୀକ୍ଷା ଏବଂ ୧୨ଶ ୧୭.୮୮ ଲକ୍ଷ ଛାତ୍ରଛାତ୍ରୀ ଦେଇଛନ୍ତି । ସିବିଏସ୍ଇ ଦଶମ ପରୀକ୍ଷା ଗତ ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୧ ଯାଏ ହୋଇଥିଲା । ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇ ଏପ୍ରିଲ୍ ୪ରେ ଶେଷ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login