September 28, 2024 10:35 pm

The Ultimate Managed Hosting Platform
ADVERTISEMENT

ପ୍ରଜ୍ୱଳ ରେବନ୍ନା ଗିରଫ

Facebook
Twitter
LinkedIn

ବେଙ୍ଗାଲୁରୁ: ପୂର୍ବତନ ସାଂସଦ ପ୍ରଜ୍ୱଳ ରେବନ୍ନାଙ୍କୁ ଗିରଫ କଲା ଏସଆଇଟି । ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ. ଡି ଦେବଗୈାଡାଙ୍କ ନାତି ପ୍ରଜ୍ୱଳ ରେବନ୍ନା । ସେକ୍ସ ସ୍କାଣ୍ଡାଲ ମାମଲାରେ ସେ ଏସଆଇଟି ଦ୍ୱାରା ଗିରଫ ହୋଇଛନ୍ତି । ତାଙ୍କ ବିରୋଧରେ ଯୈାନ ନିର୍ୟାତନା ଅଭିଯୋଗ ଆସିବା ପରେ ସେ ଫେରାର ହୋଇଯାଇଥିଲେ । ଆଉ ୩୪ ଦିନ ପରେ ସେ ବେଙ୍ଗାଲୁୁରୁ ଫେରିବା ପରେ ଗିରଫ ହୋଇଛନ୍ତି । ଆଜି କୋର୍ଟରେ ତାଙ୍କୁ ହାଜର କରାଯିବ । ଏବେ ତାଙ୍କୁ ସିଆଇଡି କାର୍ୟ୍ୟାଳୟକୁ ନିଆଯାଇଛି ଏବଂ ଆଜି ତାଙ୍କୁ ପଚରାଉଚରା କରାଯାଉଛି । ସେପଟେ ଡାକ୍ତରୀ ମାଇନା ପରେ ତାଙ୍କୁ ମାଜିଷ୍ଟ୍ରେଟ କୋର୍ଟରେ ହାଜର କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

କୁଲଗାମରେ ଏନକାଉଣ୍ଟର, ଆତଙ୍କୀ ନିହତ

ଏନକାଉଣ୍ଟରରେ ୯ ମାଓବାଦୀ ନିପାତ

ମାଲକାନଗିରି : ଛତିଶଗଡରେ ବଡଧରଣର ମାଓ ବିରୋଧୀ ଅପରେସନ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୯ ମାଓବାଦୀ ନିହତ ସୂଚନା । ଛତିଶଗଡ ଦନ୍ତେୱାଡା ଜିଲ୍ଲାରେ ସୁରକ୍ଷା କର୍ମୀଙ୍କୁ...

ତ୍ରିପୁରାରେ ବନ୍ୟା ଓ ଭୂସ୍ଖଳନ, ୧୦ ଜଣଙ୍କର ଚାଲିଗଲା ଜୀବନ

ତେଲେଙ୍ଗାନା-ଆନ୍ଧ୍ରରେ ବର୍ଷା ବିତ୍ପାତ, ମୃତ୍ୟୁସଂଖ୍ୟା ଛୁଇଁଲା ୨୭

ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରେ ଲଗାଣ ବର୍ଷା । ଫଳରେ ଚାରିଆଡେ ଜଳମଗ୍ନ ହୋଇ ନବନ୍ୟା ସ୍ଥିତି ସୃଷ୍ଟି କରିଛି। ଉଭୟ ରାଜ୍ୟରେ ବର୍ଷା ଏବଂ...

ADVERTISEMENT
ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଡାକ୍ତରଖାନାରୁ ବାହାରିବା ପୂର୍ବରୁ ଜଳିଗଲେ ଗର୍ଭବତୀ

ମାଲକାନଗିରି : ଡାକ୍ତରଖାନାରୁ ବାହାରିବା ପୂର୍ବରୁ ଜଳିଗଲେ ୭ ମାସର ଗର୍ଭବତୀ । ମାଲକାନଗିରି ଏମଭି-୯ ଗାଁର ମହିଳା ବିନିତା ମାଶ ଗତ ରବିବାର ଦିନ ସ୍ୱାସ୍ଥ୍ୟ...

Login