The Ultimate Managed Hosting Platform
ADVERTISEMENT

ପ୍ରତାପ , ସଞ୍ଜୟଙ୍କୁ ନୂଆ ଦାୟିତ୍ୱ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରତାପ, ସଞ୍ଜୟଙ୍କୁ ନୂଆ ଦାୟିତ୍ୱ । ପ୍ରତାପ ଜେନା ଓ ସଞ୍ଜୟ ଦାସବର୍ମାଙ୍କୁ ବିଜେଡିର ନୂଆ ଦାୟିତ୍ୱ । ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ଦାୟିତ୍ୱ । ସଞ୍ଜୟ ଦାସ ବର୍ମାଙ୍କୁ ଭଦ୍ରକ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ଦାୟିତ୍ୱ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉଭୟଙ୍କୁ ଦେଲେ ନୂଆ ଦାୟିତ୍ୱ ।
ପର୍ଯ୍ୟବେକ୍ଷକ ନିଯୁକ୍ତ ହେଲା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀୟୁକ୍ତ ନବୀନ ପଟ୍ଟନାୟକ ମତେ ଯେତେବେଳେ ଯେଉଁ ଦାୟିତ୍ଵ ଦେଇଛନ୍ତି ମୁଁ ତାକୁ ନିଷ୍ଠା ଓ ଆନ୍ତରିକତା ସହ ନିର୍ବାହ କରିଛି ବୋଲି କହିଛନ୍ତି ସଞ୍ଜୟ। ଏବେ ଯେଉଁ ଦାୟିତ୍ଵ ମିଳିଛି, ତାକୁ ପୂର୍ବ ଭଳି ମୋର ସାଧ୍ୟମତେ ନିର୍ବାହ କରିବି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login