The Ultimate Managed Hosting Platform
ADVERTISEMENT

ପ୍ରତି ବ୍ଲକରେ ଶୀତଳ ଭଣ୍ଡାର –ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରତି ବ୍ଲକରେ ଗୋଟିଏ ଶୀତଳ ଭଣ୍ଡାର ଖୋଲାଯିବ । ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଅତିରିକ୍ତ ଉତ୍ପାଦକୁ ଷ୍ଟୋର କରି ରଖିବା ପାଇଁ ଶୀତଳ ଭଣ୍ଡାର ଖୋଲିବୁ । ଯେଉଁଠି ମଣ୍ଡି ବ୍ୟବସ୍ଥା ନାହିଁ , ସେଠି ମଣ୍ଡି ବ୍ୟବସ୍ଥା ଆରମ୍ଭ ହେବ । ଚାଷୀଙ୍କ ପ୍ରଡକ୍ଟ ନଷ୍ଟ ହେବ ନାହିଁ , ସଠିକ ରେଟ ପାଇବେ । ସେ ଆହୁରି କହିଛନ୍ତି, ଯେଉଁଠି ମଣ୍ଡି ବ୍ୟବସ୍ଥା ନାହିଁ ,ସେଠି ମଣ୍ଡି ବ୍ୟବସ୍ତା ଖୁବ୍ ଶୀଘ୍ର ହେବ ଏବଂ ସେଠାକୁ ଚାଷୀ କିଭଳି ଆଣି ନିଜ ଶସ୍ୟ ବିକିବେ ତାହାର ବ୍ୟବସ୍ଥା କରାଯିବା ସହ ଅତିରିକ୍ତ ପ୍ରଡକ୍ଟକୁ କିଭଳି ଷ୍ଟୋର କରି ରଖିବେ ତା ପାଇଁ ଶୀତଳଭଣ୍ଡାର ବ୍ୟବସ୍ଥା କରାଯିବ। ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖାଁଏ ଶୀତଳଭଣ୍ଡାର ନିର୍ମାଣ ପାଇଁ ଯୋଜନା କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login