ନୂଆଦିଲ୍ଲୀ : ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ସୋମବାର ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଶୁଭାଂଶୁଙ୍କୁ ଭେଟିଛନ୍ତି । ଆକ୍ସିଅମ-୪ ମହାକାଶ ମିଶନରୁ ଫେରି ସୁସ୍ଥ ହେବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଶୁଭାଂଶୁ । ମୋଦିଙ୍କୁ ଭେଟିବା ପରେ ଏବଂ ଆଇଏସଏସରୁ ଉଠାଯାଇଥିବା ପୃଥିବୀର ଫଟୋଗ୍ରାଫକୁ ଦେଇଥିଲେ ଶୁଭାଂଶୁ । ପ୍ରଥମେ ମୋଦି ଶୁଭାଂଶୁଙ୍କୁ ଆଲିଙ୍ଗନ କରି ସ୍ୱାଗତ କରିବା ସହିତ ତାଙ୍କ କାନ୍ଧରେ ହାତ ରଖି ତାଙ୍କ ସହ କଥାବାର୍ତ୍ତା କରିଥିଲେ । ଏହି ସମୟରେ ଶୁଭାଂଶୁ ପ୍ରଧାନମନ୍ତ୍ରୀଙ୍କୁ ଆକ୍ସିୟମ-୪ ମିଶନ ପ୍ୟାଚ୍ ଦେଇଥିଲେ ଏବଂ ଆଇଏସଏସରୁ ଉଠାଯାଇଥିବା ପୃଥିବୀର ଫଟୋଗ୍ରାଫ୍ ମଧ୍ୟ ଦେଇଥିଲେ । ପ୍ରଧାନମନ୍ତ୍ରୀ ଉଭୟଙ୍କ ସାକ୍ଷାତକାରର ଏକ ପୋଷ୍ଟ ସେୟାର କରି କହିଛନ୍ତି, ‘‘ଶୁଭାଂଶୁ ଶୁକ୍ଳାଙ୍କ ସହ ଏକ ଭଲ ଆଲୋଚନା ହୋଇଥିଲା । ଆମେ ମହାକାଶରେ ତାଙ୍କର ଅଭିଜ୍ଞତା, ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟାରେ ପ୍ରଗତି ଏବଂ ଭାରତର ମହତ୍ୱାକାଂକ୍ଷୀ ଗଗନଯାନ ମିଶନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲୁ । ଭାରତ ତାଙ୍କ ସଫଳତା ପାଇଁ ଗର୍ବିତ ” ।
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଶୁଭାଂଶୁ ଶୁକ୍ଲା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







