ଭୁବନେଶ୍ୱର :ସ୍ୱଚ୍ଛ ଭାରତ ଅଭିଯାନରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମ ଦିନ ଅବସରରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ । ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ । ମାଷ୍ଟରକ୍ୟାଣ୍ଟିନ୍ ଛକଠାରେ ଆୟୋଜିତ ସ୍ବଚ୍ଛତା ଭାରତ ଅଭିଯାନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ଓଡ଼ିଶା ବିଜେପି ପ୍ରଭାରୀ ବିଜୟ ସିଂ ତୋମାର୍ ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏଥିରେ ବିଧାୟକ ବାବୁ ସିଂହ, ଜଗନ୍ନାଥ ପ୍ରଧାନଙ୍କ କେତେକ ଅନ୍ୟ ବିଜେପି ନେତା ବି ସାମିଲ ହୋଇଥିଲେ।
Views: 32