The Ultimate Managed Hosting Platform
ADVERTISEMENT

ପ୍ରଧାନଶିକ୍ଷକଙ୍କ ଉପରେ ଚଢିଗଲା ବସ

Facebook
Twitter
LinkedIn

ଦିଗପହଣ୍ଡି : ପ୍ରଧାନଶିକ୍ଷକଙ୍କ ଉପରେ ଚଢିଗଲା ବସ । କଇଠଖଣ୍ଡି ଛକ ନିକଟରେ ବାଇକକୁ ଧକ୍କା ଦେଲା ବସ । ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ । ମୃତକ ନୂଆଗଡ ଗାଁର ହୋଇଥିବା ସୂଚନା । ଆଜି ସକାଳୁ କୁରେଶୁ ପାତ୍ର ଦିଗପହଣ୍ଡିରୁ ମଧୁବନ ଗାଁ ପ୍ରାଥମିକ ବିଦ୍ୟାଳୟକୁ ଯାଉଥିବା ବେଳେ ଘୋଡ଼ାହାଡ଼ ଡ୍ୟାମ ପଟୁ ଆସୁଥିବା ବସ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ରାସ୍ତା ଉପରେ ଛିଟିକି ହୋଇ ପଡିଥିଲେ ପ୍ରଧାନଶିକ୍ଷକ । ଗୁରୁତର ଅବସ୍ଥାରେ ତାଙ୍କୁ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login