ଭୁବନେଶ୍ୱର : ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ୍ଲ କୁମାର ମଲ୍ଲିକ । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ କରାଗଲା ନିଲମ୍ବନ । ବିଜୁ ଜନତା ଦଳ ପକ୍ଷରୁ ପ୍ରେସ ରିଲିଜରେ ସୂଚନା । ନିଲମ୍ବନ କଲେ ବିଜେଡି ଉପସଭାପତି ପ୍ରତାପ ଜେନା । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ହେଉଛନ୍ତି ପ୍ରଫୁଲ୍ଲ କୁମାର ମଲ୍ଲିକ ।
ସୂଚନା ଥାଉକି, ଗୁରୁବାର ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକଙ୍କ ଦୀର୍ଘଦିନ ପରେ ମୁଁହ ଖୋଲିଥିଲେ । ସେ କହିଥିଲେ ବିଜେଡ଼ିରେ ଅଛି । କିନ୍ତୁ କୌଣସି ସାଂଗଠନିକ କାର୍ୟ୍ୟକ୍ରମରେ ଯୋଗ ଦେଉନାହାନ୍ତି । ଆଗକୁ ଯଦି ଦଳ ଠିକ ନଚାଲେ ଦଳଠୁ ଦୂରେଇ ଯିବେ ବୋଲି କହିଥିଲେ ।
ସେ ଆହୁରି କହିଥିଲେ ବିଜେଡି ସଠିକ ଭାବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁନି । ପୂର୍ବ ବିଚାର ଧାରାରେ ଦଳ ନାହିଁ । ଦଳକୁ ସଙ୍ଗଠିତ କରିବାକୁ କିଛି ପରାମର୍ଶ ଦେଇଥିଲେ । ପିଏସି ଶୃଙ୍ଖଳା କମିଟି ଭଳି ଦୁଇଟି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଅନ୍ୟ ପ୍ରସ୍ତାବ ଗୁଡ଼ିକୁ ଗ୍ରହଣ କରାଯାଇନି । ତାଙ୍କ ସହ କେହି ଆଲୋଚନା କରିନାହାଁନ୍ତି କି ସେ କାହାକୁ ଭେଟିନାହାନ୍ତି । ବର୍ତ୍ତମାନ ନୂଆ ବିଜେଡି ଗଠନର ସମୟ ନୁହେଁ । ପୁରୁଣା ବିଜେଡ଼ିକୁ ସଠିକ ଭାବେ ଚଳାଇବାକୁ ପଡିବ ବୋଲି କହିଛନ୍ତି ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ।
ପ୍ରଫୁଲ୍ଲ ମଲ୍ଲିକ ବିଜେଡିରୁ ସସପେଣ୍ଡ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







