The Ultimate Managed Hosting Platform
ADVERTISEMENT

ପ୍ରବଳ ତାତିରେ ସିଝୁଛି ସାରା ଓଡିଶା, ୮ ଜିଲ୍ଲାକୁ ରେଡ ଆଲର୍ଟ

Facebook
Twitter
LinkedIn

ଭୁବନେଶ୍ୱର: ଆକାଶରୁ ଖସୁଛି ନିଆଁ । ପ୍ରବଳ ତାତିରେ ସିଜୁଛି ସାରା ଓଡିଶା। ଆଜି ଓ କାଲି ସର୍ବାଧିକ ଗ୍ରୀଷ୍ମ ପ୍ରବାହ ହେବ। ୧୩ ଦିନ ଧରି ଚାଲିଥିବା ଅହସ୍ୟ ତାପମାତ୍ରା ବୃଦ୍ଧି ଏହି ଦୁଇଦିନରେ ପିକ୍ ଛୁଇଁବ। ଏହାପରେ ବାୟୁ ଚଳାଚଳରେ ପରିବର୍ତ୍ତନ ଯୋଗୁ ଧୀରେ ଧୀରେ ତାପମାତ୍ରା କମିବ। କିନ୍ତୁ ପାରଦ ୪୦ ଡିଗ୍ରୀ ପାର କରିବ। ତେବେ ଆବଶ୍ୟକ ନଥିଲେ ଦିନ ୧୧ ଟାରୁ ୩ଟା ପର୍ୟ୍ୟନ୍ତ ପିକ୍ ସମୟରେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏଣୁ ମେ ପହିଲା ଯାଏ ରାଜ୍ୟର କେତେକ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପଟେ ୭୦ ପ୍ରତିଶତରୁ ଅଧିକ ଆର୍ଦ୍ରତା ଯୋଗୁ ଗୁଳୁଗୁଳି ଅସମ୍ଭାଳ ହୋଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ୮ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବୌଦ୍ଧ, କେନ୍ଦୁଝର, ମୟୁରଭଞ୍ଜ, କଟକ ଓ ଖୋର୍ଦ୍ଧାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login