The Ultimate Managed Hosting Platform
ADVERTISEMENT

ପ୍ରବଳ ବର୍ଷା ; ୧୧ ଜିଲ୍ଲାକୁ ଆଲର୍ଟ

Facebook
Twitter
LinkedIn

ଭୁବନେଶ୍ୱର : ଆଭ୍ୟନ୍ତରୀଣ ଓଡିଶାରେ ଅବପାତ । ୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା । ଆଜି ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟଲୋ ବ୍ୱାର୍ଣ୍ଣିଂ ଜାରି । ଆଗାମୀ ୧୨ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। କ୍ରମଶଃ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ। ଅବପାତ ପ୍ରଭାବରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଲାଗିରହିଛି ବର୍ଷା ।ଆଜି ପ୍ରବଳ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୪ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login