ଭୁବନେଶ୍ୱର : ପ୍ରଯୋଜକ ଟୁଟୁ ନାୟକ ଗିରଫ । ଟୁଟୁ ନାୟକଙ୍କୁ ଗିରଫ କଲା ପୋଲିସ । ସୂଚନା ଦେଲେ ଜୋନ୍-୧ ଏସିପି ମାନସ ଗଡନାୟକ । ସାମ୍ବାଦିକାଙ୍କୁ ମାଡ ମାରିବା ମାମଲାରେ ଗିରଫ କଲା । ପଚରାଉଚରା ପରେ ଗିରଫ କଲା ଖାରବେଳନଗର ପୋଲିସ । ଟୁଟୁ ନାୟକଙ୍କ ବିରୋଧରେ ଲାଗିଛି ସଙ୍ଗୀନ ଦଫା । ୩୫୪, ୨୯୪, ୩୪୧, ୩୨୩ ଦଫାରେ ଗିରଫ କରାଯାଇଛି ।
ମହିଳା ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ଚାପୁଡ଼ା ମାରିବା ଅଭିଯୋଗରେ ସେ ଗିରଫ ହୋଇଛନ୍ତି । ପୋଲିସ ତାଙ୍କୁ ଘଟଣା ସମ୍ପର୍କରେ ପଚରାଉଚରା କରୁଛି। ଗତକାଲି ସର୍ବସମ୍ମୁଖରେ ଟୁଟୁ ନାୟକ ତାଙ୍କୁ ଦୁର୍ବ୍ୟବହାର ଓ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି ମହିଳା ସାମ୍ବାଦିକା ଦେବସ୍ମିତା ରାଉତ। ଏନେଇ ଭୁବନେଶ୍ବର ଖାରବେଳ ନଗର ଥାନାରେ ମାମଲା ରୁଜୁ ହୋଇଛି । ଟୁଟୁ ନାୟକଙ୍କ ନାଁରେ ୩୫୪,୨୯୪,୩୪୧,୩୨୩ ଧାରାରେ ମାମଲା ହୋଇଛି । ସିସିଟିଭି ଫୁଟେଜ ଆଧାରରେ ତଦନ୍ତ କରୁଛି ପୋଲିସ । ସାମ୍ବାଦିକା ଦେବସ୍ମିତା ଖବର ସଂଗ୍ରହ କରିବାକୁ ଯାଇଥିବା ବେଳେ ତାଙ୍କୁ ଚାପୁଡ଼ା ମାରିଥିଲେ ଟୁଟୁ ନାୟକ । ତାଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ଦେବସ୍ମିତା । ଏପଟେ ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ରାଜ୍ୟ ମହିଳା କମିଶନ। ଭୁବନେଶ୍ବର ଡିସିପିଙ୍କୁ ରିପୋର୍ଟ ତଲବ କରିଛନ୍ତି। ୧୫ ଦିନ ଭିତରେ ମାମଲାର ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରଯୋଜକ ଟୁଟୁ ନାୟକ ଗିରଫ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...