The Ultimate Managed Hosting Platform
ADVERTISEMENT

ପ୍ରଳୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

Facebook
Twitter
LinkedIn

ଧାମରା : ଡିଆରଡିଓ ପକ୍ଷରୁ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ପ୍ରଳୟ’ର ବ୍ୟବହାରିକ ପରୀକ୍ଷଣ ସଫଳ । ଧାମରା ଅବଦୁଲ କଲାମ ଦ୍ବୀପରୁ ସକାଳ ୯.୫୦ରେ ପ୍ରଳୟର ପରୀକ୍ଷଣ କରାଯାଇଛି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘ପ୍ରଳୟ’ର ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କ୍ଷମତା ରହିଛି ୧୫୦ରୁ ୫୦୦ କିଲୋମିଟର । ପ୍ରଳୟର ଓଜନ ପାଖାପାଖି ୩୫୦ରୁ ୭୦୦ କିଲୋଗ୍ରାମ ଓଜନର ଅସ୍ତ୍ରଶସ୍ତ୍ର ନେବାର ସକ୍ଷମ । ଏହାକୁ ୨୦୧୫ରୁ ନିର୍ମାଣ କରାଯାଉଥିଲା । ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି ବାଲାଷ୍ଟିକ ମିସାଇଲ ‘ପ୍ରଳୟ’ର ଓଜନ ୫ ଟନ୍ । ଏହା ଟାର୍ଗେଟକୁ ୧୦ ମିଟର ପରିଧି ମଧ୍ୟରେ ହିଟ୍ କରିବାର କ୍ଷମତା ରଖିଛି। ଏଥିରେ ଅତ୍ୟାଧୁନିକ ନାଭିଗେସନ ସିଷ୍ଟମ ଓ ସମନ୍ଵିତ ଆଭିଓନିକ୍ସ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login