The Ultimate Managed Hosting Platform
ADVERTISEMENT

ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷର ସହାୟତା

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଶାନ୍ତଙ୍କ ପରିବାର ପାଇଁ ଆର୍ଥିକ ସହାୟତା ଘୋଷଣା । ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ବାଲେଶ୍ୱର ଇସାଣୀ ଗାଁରୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ମୃତ ପ୍ରଶାନ୍ତଙ୍କ ପତ୍ନୀଙ୍କୁ ସରକାରୀ ଚାକିରି ଦିଆଯିବ । ପୁଅର ପାଠପଢା ପାଇଁ ସରକାର ବ୍ୟବସ୍ଥା କରିବେ । ଅନ୍ୟପଟେ ଶୋଭା ଯାତ୍ରାରେ ବାହାରିଲା ପ୍ରଶାନ୍ତ ଶତପଥୀଙ୍କ ମରଶରୀର । ଜନ୍ମମାଟିରେ ହୋଇଛି ପ୍ରଶାନ୍ତ ଶତପଥୀଙ୍କ ଶେଷକୃତ୍ୟ । ଅନ୍ତିମ ଯାତ୍ରାରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି । ମଙ୍ଗଳବାର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିଲେ ପ୍ରଶାନ୍ତ । ମୃତଦେହ ପହଞ୍ଚିବା ପରେ ବାଲେଶ୍ବର ଜିଲ୍ଲାର ରେମୁଣା ଇଷାଣୀ ଗାଁରେ ଶୋକର ଛାୟା । କାନ୍ଦବୋବାଳିରେ ଫାଟି ପଡୁଛି ପରିବାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login