The Ultimate Managed Hosting Platform
ADVERTISEMENT

ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବୀ

Facebook
Twitter
LinkedIn

ଭୁବନେଶ୍ୱର : ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହୋହଲ୍ଲା । ବାଚସ୍ପତିଙ୍କ ପୋଡିୟମ ତଳେ ବିଜେଡି ସଦସ୍ୟଙ୍କ ହୋହଲ୍ଲା , ନାରାବାଜି । ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ପ୍ରତିବାଦ । ବିଜେଡି ଗୃହ ଚଳାଇ ଦେଉ ନ ଥିବା ଅଭିଯୋଗରେ କଂଗ୍ରେସର ପ୍ରତିବାଦ । ନିଜ ଆସନରେ ଛିଡା ହୋଇ ପ୍ଲାକାର୍ଡ ଦେଖାଇଲେ କଂଗ୍ରେସ ସଦସ୍ୟ । ବାଚସ୍ପତି ଅନୁରୋଧ ସତ୍ତ୍ୱେ ବିରୋଧୀଙ୍କ ହୋହଲ୍ଲା, ନାରାବାଜି । ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି । ପ୍ରବଳ ହଟ୍ଟଗୋଳ ଭିତରେ ମାତ୍ର ୨୧ ମିନିଟ ଚାଲିଲା ପ୍ରଶ୍ନକାଳ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login