The Ultimate Managed Hosting Platform
ADVERTISEMENT

ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ

Facebook
Twitter
LinkedIn

ନୂଆଦିଲ୍ଲୀ : ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ । ଏ ନେଇ ଗଣମାଧ୍ୟମକୁ ପରିବାର ଲୋକ ସୂଚନା ଦେଇଛନ୍ତି । ଆଜି ସକାଳୁ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି । କିଛି ଦିନ ତଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା । ଉସ୍ତାଦ ଜାକିର ହୁସେନ ୧୯୫୧ ମସିହା ମାର୍ଚ୍ଚ ୯ରେ ମୁମ୍ବାଇରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଦବଲା ବାଦକ ଭାବରେ ବିବେଚନା କରାଯାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login