The Ultimate Managed Hosting Platform
ADVERTISEMENT

ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତାରା ବାହିନୀପତି

Facebook
Twitter
LinkedIn

ଜୟପୁର : ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତାରା ପ୍ରସାଦ ବାହିନିପତି। ଜୟପୁର ବିଧାନସଭା ଲାଗି ଉପ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମା ଭଗବତୀ ଓ ଜଗତଜନନୀଙ୍କ ମନ୍ଦିରରେ ପୂଜା କରି ହଜାର ହଜାର ସମର୍ଥକଙ୍କ ସହିତ ଶୋଭାଯାତ୍ରାରେ ଉପ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ପହଞ୍ଚିଥିଲେ। ସାଥିରେ ସ୍ତ୍ରୀ ତଥା ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମୀନାକ୍ଷୀ ବାହିନୀପତି ଥିଲେ । ତାରାଙ୍କ ନାମାଙ୍କନବେଳେ ସାଂସଦ ପ୍ରାର୍ଥୀ ସପ୍ତଗିରି ଉଲକା ରହିଥିଲେ । ଜୟପୁର ନିର୍ବାଚନ ମଣ୍ଡଳୀରେ ଷ୍ଟାର ପ୍ରଚାରକ ମଧ୍ୟ ଆସିବେ ବୋଲି କହିଛନ୍ତି ତାରା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login