କଣ୍ଟାବାଞ୍ଜି : ପୁଅଝିଅଙ୍କୁ ଉଦ୍ଧାର ବେଳେ ଗାଁ ଲୋକେ-ପୋଲିସ ମୁହାଁମୁହିଁ । ବଙ୍ଗୋମୁଣ୍ଡା ଥାନା ବିରିପାଲ୍ଲୀ ଗାଁରେ ପୋଲିସ ସହ ଧସ୍ତାଧସ୍ତି । ୫ ଦିନ ତଳେ ପୁଅ-ଝିଅ ଫେରାର ଥିଲେ । ଏ ନେଇ ଝିଅ ଘର ଲୋକେ ଲିଖିତ ଅଭିଯୋଗ କରିଥିଲେ । ସୂଚନା ପାଇ ପୋଲିସ ଏକ ଘରୁ ଉଭୟଙ୍କୁ ଉଦ୍ଧାର କରିଥିଲା । ଉଦ୍ଧାର କରି ନେବା ବେଳେ ଉତ୍ତେଜନା . ପୁଅକୁ ଆକ୍ରମଣ ଉଦ୍ୟମ । ଝିଅ ଘର ଲୋକ ଆକ୍ରମଣ କରିବା ବେଳେ ଅଟକାଇବାରୁ ପୋଲିସ ସହ ଧସ୍ତାଧସ୍ତି । ପୋଲିସକୁ ଆକ୍ରମଣ ଅଭିଯୋଗରେ ଥାନାରେ ମାମଲା ରୁଜୁ । ପୋଲିସ ସହ ଗାଁ ଲୋକଙ୍କ ଧସ୍ତାଧସ୍ତି ହୋଇଥିବା ଭିଡ଼ିଓ ମଧ୍ୟ ଭାଇରାଲ ହେଉଛି । ଭିଡ଼ିଓରେ ବଙ୍ଗୋମୁଣ୍ଡା ଏସଆଇଙ୍କୁ କିଛି ଯୁବକ ଆକ୍ରମଣ କରୁଥିବା ବେଳେ ଏସଆଇ ବାବୁ ମଧ୍ୟ ଯୁବକଙ୍କୁ ଆକ୍ରମଣ କରୁଥିବା ଭିଡ଼ିଓରେ ଦେଖିବାକୁ ମିଳିଛି ।
ସୂଚନା ଅନୁଯାୟୀ , ଝିଅ ନିଖୋଜ ଥିବା ନେଇ ପରିବାର ଲୋକ ବଙ୍ଗୋମୁଣ୍ଡା ଥାନାରେ ଏତଲା ଦେଇଥିଲେ । ଏତଲା ଆଧାରରେ ପୋଲିସ ପ୍ରେମୀଯୁଗଳଙ୍କୁ ଧରିବା ପାଇଁ ବିରୀପାଲି ଗାଁକୁ ଯାଇଥିଲେ । ଏହି ସମୟରେ ଗାଁ ଲୋକଙ୍କ ସହ ଧସ୍ତାଧସ୍ତି ହୋଇଥିଲେ । ଏ ନେଇ ପୋଲିସର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।
ପ୍ରେମୀ ଯୁଗଳଙ୍କୁ ଉଦ୍ଧାର ବେଳେ ପୋଲିସ ହଟହଟା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







