The Ultimate Managed Hosting Platform
ADVERTISEMENT

ପ୍ରୟାଗରାଜ ମହାକୁମ୍ଭରେ ପୁଣି ଭୟଙ୍କର ଅଗ୍ନିକାଣ୍ଡ

Facebook
Twitter
LinkedIn

ପ୍ରୟାଗରାଜ : ପ୍ରୟାଗରାଜ ମହାକୁମ୍ଭରେ ପୁଣି ଭୟଙ୍କର ଅଗ୍ନିକାଣ୍ଡ । ସେକ୍ଟର ୧୮ ଶଙ୍କରାଚାର୍ଯ୍ୟ ମାର୍ଗରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଲିଭା କାର୍ଯ୍ୟ ଜାରି ।ତେବେ ନିଆଁ କେମିତି ଲାଗିଛି, ତାହା ଏଯାଏଁ ଜଣାପଡିନାହିଁ ।ସୂଚନାଯୋଗ୍ୟ, ମହାକୁମ୍ଭର ସେକ୍ଟର-୨୨ରେ ଭୟଙ୍କର ନିଆଁ ଲାଗି ଅନେକ ଟେଣ୍ଟ ଜଳିଯାଇଥିଲା । ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି । ଅଗ୍ନିକାଣ୍ଡରେ ୧୫ଟି ଟେଣ୍ଟ୍ ଜଳି ପାଉଁଶ ହୋଇଯାଇଥିଲା । ଏହିପରି କିଛିଦିନ ତଳେ ମେଳା ଅଞ୍ଚଳର ସେକ୍ଟର-୫ସ୍ଥିତ କ୍ୟାମ୍ପରେ ଅଗ୍ନିକାଣ୍ଡ ଘଟିଥିଲା । ୬ ଦମକଳ ଗାଡ଼ି ନିଆଁ ଲିଭାଇବାରେ ନିୟୋଜିତ ହୋଇଥିଲା । ଟେଣ୍ଟରେ ରଖା ହୋଇଥିବା ସିଲିଣ୍ଡରରେ ବିସ୍ଫୋରଣ ହେବା ପରେ ନିଆଁ ଲାଗିଥିଲା । ଏହି ଅଗ୍ନିକାଣ୍ଡରେ ୨୦ରୁ ୨୫ଟି ଟେଣ୍ଟ ଜଳି ପାଉଁଶ ହୋଇଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login