The Ultimate Managed Hosting Platform
ADVERTISEMENT

ପ୍ରୟାଗରାଜ ଯାଉଥିବା ବେଳେ ଟ୍ରେନ ଉପରେ ପଥରମାଡ

Facebook
Twitter
LinkedIn

ପ୍ରୟାଗରାଜ : ସଙ୍ଗମ ନଗରୀରେ ମହାକୁମ୍ଭ ଜାରି ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା କୋଟି କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇ ସାରିଲେଣି । ଏହା ମଧ୍ୟରେ ପ୍ରୟାଗରାଜ ଯାଉଥିବା ଏକ ଟ୍ରେନ ଉପରେ ପଥରମାଡ଼ ହୋଇଛି । ଝାନସୀରୁ ପ୍ରୟାଗରାଜ ଯାଉଥିବା ଟ୍ରେନ ଉପରେ ଆକ୍ରମଣ ହୋଇଥିବା ନେଇ ସୂଚନା ମିଳିଛି । ପଥରମାଡ଼ ଓ ଭଙ୍ଗାରୁଜା ନେଇ ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ । ହରପାଲପୁର ଷ୍ଟେସନରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଦୁର୍ବୃତ୍ତମାନେ ଟ୍ରେନ ଉପରେ ପଥରମାଡ଼ କରିବା ସହ ଭଙ୍ଗାରୁଜା କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login