The Ultimate Managed Hosting Platform
ADVERTISEMENT

ଫିଲିପାଇନ୍ସରେ ଶକ୍ତିଶାଳୀ ଭୂକମ୍ପ ; ସୁନାମୀ ଆଲର୍ଟ

Facebook
Twitter
LinkedIn

ନୂଆଦିଲ୍ଲୀ : ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୪ ରେକର୍ଡ । ଭୟରେ ଘରୁ ବାହାରକୁ ପଳାଇ ଆସିଲେ ଲୋକେ । ଭୂମିକମ୍ପ ପରେ ସତର୍କତା ଦୃଷ୍ଟିରପ ସୁନାମୀ ଆଲର୍ଟ ଜାରି । ବର୍ତ୍ତମାନ, ଫିଲିପାଇନ୍ସରେ ଏହି ଭୂମିକମ୍ପ ଯୋଗୁଁ କୌଣସି ମୃତାହତର ରିପୋର୍ଟ ନାହିଁ କିମ୍ବା କୌଣସି କ୍ଷୟକ୍ଷତି ହୋଇନାହିଁ । ମାଣ୍ଡାନିଓ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଇଣ୍ଡୋନେସିଆର ବିଭିନ୍ନ ଅଞ୍ଚଳରେ ବି ସୁନାମୀ ଆଲର୍ଟ ଜାରି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login