The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଫିଲ୍ମ ଷ୍ଟାଇଲରେ ବ୍ୟବସାୟୀଙ୍କୁ ଅପହରଣ

Facebook
Twitter
LinkedIn

ସମ୍ବଲପୁର : ସମ୍ବଲପୁରରେ ଫିଲ୍ମ ଷ୍ଟାଇଲରେ ଅପହରଣ । ଅଫିସରେ ପଶି ମାଡ଼ ମାରିବା ପରେ ଗାଡ଼ିରେ ଉଠାଇ ନେଲେ । ସିସିଟିଭିରେ କଏଦ ହୋଇଛି ପୂରା ଘଟଣା । ଗତକାଲି ରାତିରେ ଟ୍ରାନ୍ସପୋର୍ଟ ବ୍ୟବସାୟୀ ମନୋଜ ବହିଦାରଙ୍କୁ ମାଡ଼ ପରେ ଅପହରଣ କରାଯାଇଥିଲା । ସେ ତାଙ୍କ ଅଇଁଠାପାଲି ସ୍ଥିତ କାର୍ୟ୍ୟାଳୟରେ ଥିବା ବେଳେ ପ୍ରାୟ ୫ ଜଣ ପଞ୍ଜାବୀ ଯୁବକ ମାରଣାସ୍ତ୍ର ଧରି ପଶି ଆସିଥିଲେ । ତାଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହ ଘୋଷାଡ଼ି ଘୋଷାଡ଼ି ବାହାରକୁ ନେବା ପରେ ଏକ ଥାର୍ ଗାଡ଼ିରେ ଅପହରଣ କରି ନେଇଥିଲେ । ଏନେଇ ଅଭିଯୋଗ ପରେ ଅଇଁଠାପାଲି ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login