The Ultimate Managed Hosting Platform
ADVERTISEMENT

ଫେବ୍ରୁଆରୀ ୧୪ରୁ ଯୁକ୍ତ-୨ ପରୀକ୍ଷା

Facebook
Twitter
LinkedIn

ଭୁବନେଶ୍ୱର: ୨୦୨୪ ଫେବ୍ରୁଆରୀ ୧୪ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଫେବ୍ରୁଆରୀ ୧୪ରୁ ମାର୍ଚ୍ଚ ୧୩ ତାରିଖ ଯାଏଁ ପରୀକ୍ଷା ଚାଲିବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ଏକାଡେମିକ କ୍ୟାଲେଣ୍ଡରରେ ଉଲ୍ଲେଖ ରହିଛି। ବୋର୍ଡ ପରୀକ୍ଷା ପାଇଁ ଆସନ୍ତା ନଭେମ୍ବର ୧୦ରୁ ୨୫ ତାରିଖ ମଧ୍ୟରେ ଫର୍ମ ଫିଲଅପ୍ କରାଯିବ। ଜାନୁଆରି ପ୍ରଥମ ସପ୍ତାହରେ ପ୍ରାକ୍ଟିକାଲ ପରୀକ୍ଷା ହେବ। ଏପ୍ରିଲ ଶେଷ କିମ୍ବା ମେ’ ମାସ ପ୍ରଥମ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶ ପାଇବ। ପିଲାମାନଙ୍କର ସ୍ବାର୍ଥକୁ ଦୃଷ୍ଟିରେ ରଖି ସିଏଚଏସଇ ପକ୍ଷରୁ ଚଳିତ ବର୍ଷ ଆଗୁଆ ପରୀକ୍ଷା କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login