ଭୁବନେଶ୍ୱର : ବିଜେଡିରେ ପୁଣି ଫେରିଲା କେନ୍ଦ୍ର ବିରୋଧୀ ନାରା । ପୁଣି ପୁରୁଣା ପ୍ରସଙ୍ଗ ସବୁ ଉଠାଇବାକୁ କାର୍ଯ୍ୟକାରିଣୀରେ ନିଷ୍ପତ୍ତି । ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପାଇଁ ଉଦ୍ୟମ ଜାରି ରଖିବାକୁ ନିଷ୍ପତ୍ତି । ମହାନଦୀ , ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନିରବତା ନେଇ ଦୁଃଖ ପ୍ରକାଶ ।କୋଇଲା ରୟାଲିଟି, ସେସରେ ଦାବି ପୂରଣ ପାଇଁ ଉଦ୍ୟମ ଚାଲିବ । ଗରିବ କେନ୍ଦୁପତ୍ର ତୋଳାଳିଙ୍କ ଉପରୁ ଜିଏସଟି ବୋଝ ଦୂର କରିବା , ଖାଉଟି ଦର ବୃଦ୍ଧି ଓ ଏହା ଯୋଗୁଁ ଘର ଚଳାଇବା ରେ ମହିଳା ମାନେ ସମ୍ମୁଖିନ ହେଉଥିବା କଷ୍ଟକର ପରିସ୍ଥିତି ବିଷୟରେ ଆଲୋଚନା କରାଯାଇ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯିବ ।
Views: 95











