ଭୁବନେଶ୍ୱର : ସୁଦୃଶ୍ୟ ଲଘୁଚାପ ସ୍ପାତରେ ପରିଣତ । ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣ-ପୂର୍ବରେ ଅବପାତ । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଗତି କରିବା ସହ ଅଧିକ ଘନୀଭୂତ ହେବା ସମ୍ଭାବନା । କାଲି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ । ୩ ବେଳକୁ ଦକ୍ଷିଣ -ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ । ବାତ୍ୟା ୪ ତାରିଖ ସନ୍ଧ୍ୟାରେ ଉପକୂଳ ଛୁଇଁବା ଆକଳନ । ଚେନ୍ନାଇ ଓ ମଚ୍ଛଲିପଟ୍ଟନମ ମଧ୍ୟରେ ଉପକୂଳ ଛୁଇଁବ ବାତ୍ୟା । ଅବପାତ ଏବେ ଚେନ୍ନାଇଠୁ ୮୦୦ କିଲୋମିଟର ଦୂରରେ ଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ପଶ୍ଚିମ ଦକ୍ଷିଣ-ପଶ୍ଚିମ ଦିଗରେ ଗତି କରୁଛି । ଡିସେମ୍ବର ୨ ତାରିଖରେ ଗଭୀର ଅବପାତର ରୂପ ନେବ । ପରେ ୩ ତାରିଖ ବେଳକୁ ସାମୁଦ୍ରିକ ଝଡର ରୂପ ନେବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଡିସେମ୍ବର ୪ ତାରିଖ ସନ୍ଧ୍ୟାରେ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମଛଲିପଟନମରେ ବାତ୍ୟା ଛୁଇଁବ ବୋଲି ଆକଳନ କରାଯାଇଛି । ତେବେ ଏହି ବାତ୍ୟାର ପ୍ରଭାବ ଓଡିଶା ଉପରେ ଏତେଟା ପଡିବ ନାହିଁ ।
ବଙ୍ଗୋପସାଗରରେ ଅବପାତ, ୩ ତାରିଖରୁ ବର୍ଷା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











