The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ସେପଟେ ଉତ୍ତର ଉପକୂଳ ଓଡ଼ିଶାରେ ଉପରେ ସକ୍ରିୟ ରହିଛି ଟ୍ରପ ଲାଇନ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ଓ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରିଛି ପାଣିପାଗ ବିଭାଗ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login