The Ultimate Managed Hosting Platform
ADVERTISEMENT

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ସେପଟେ ଉତ୍ତର ଉପକୂଳ ଓଡ଼ିଶାରେ ଉପରେ ସକ୍ରିୟ ରହିଛି ଟ୍ରପ ଲାଇନ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ଓ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରିଛି ପାଣିପାଗ ବିଭାଗ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login