The Ultimate Managed Hosting Platform
ADVERTISEMENT

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ଉତ୍ତର ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର । ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ମୁହାଁ ହେବ । ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ରାଜ୍ୟର ବିଭଇନ୍ନ ଅଞ୍ଚଳରେ ଏବେ ବର୍ଷା ଜାରି ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର , ଦେବଗଡ ଓ ବରଗଡକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ୧୯ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login