The Ultimate Managed Hosting Platform
ADVERTISEMENT

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ସୂଚନା ଦେଇଛି । ଏହାସହ ଜଡିତ ସଂପୃକ୍ତ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳିରହିଛି। ଲଘୁଚାପ କ୍ଷେତ୍ର ଅଧିକ ଘନିଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି, ଆସନ୍ତା ଦୁଇ ଦିନରେ ଓଡିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଗୋଟିଏ ଲଘୁଚାପ ସକ୍ରିୟ ରହିଥିବାବେଳେ ଆଉ ଏକ ଲଘୁଚାପ ସୃଷ୍ଟି ହେଉଥିବାରୁ, ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୧ ତାରିଖ ପର୍ୟ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login