କଟକ : ଚଣ୍ଡୀ ମନ୍ଦିର ସମ୍ମୁଖରେ ବଚସାରୁ ପିଟାପିଟି । ଜଣଙ୍କର ମୃତ୍ୟୁ । ଦୁଇ ଅଟୋ ଚାଳକଙ୍କ ମଧ୍ୟରେ ସଂଘର୍ଷରୁ ଜଣଙ୍କ ମୃତ୍ୟୁ ସୂଚନା । ତେବେ କେଉଁଥି ପାଇଁ ବଚସା ହୋଇଥିଲା ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ଅନ୍ୟପଟେ ଲାଲବାଗ ପୋଲିସର ଛାନଭିନ ।
Views: 75

ଉଦଳା : ଘରେ ପଶି ହାଣିଲେ , ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଗହଣା । କପ୍ତିପଦା ଥାନା ଝିଙ୍କପଦା ଗାଁ ଜଣଙ୍କ ଗରୁ ଲୁଟ ଅଭିଯୋଗ...
ଭୁବନେଶ୍ୱର : ବିଏମସି ଅଞ୍ଚଳରେ ଅଛନ୍ତି ୪୭, ୧୨୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା , ୧୫,୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ...
ଭୁବନେଶ୍ୱର : ବିଜେପି ଓ ବିଜେଡି ବଡ ବେପାରୀ ଦଳ , ଆମେ ଲୋକଙ୍କ ଦଳ କହିଲେ ତାରା । କଂଗ୍ରେସ ପ୍ରାର୍ଥୀ ଆଦିବାସୀ , ସେଠି...
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...