The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବଜ୍ରପାତରେ ଚାଲିଗଲା ୩ ଜଣଙ୍କ ଜୀବନ

Facebook
Twitter
LinkedIn

ପଦ୍ମପୁର : ବଜ୍ରାଘାତରେ ଗୋଟିଏ ପରିବାରର ୩ ମୃତ । ପଦ୍ମପୁର ଲଖମରା ଗାଁରେ ଘଟିଛି ଏପରି ଘଟଣା । ବିଲରେ କାମ କରିବା ବେଳେ ବଜ୍ରପାତ ହୋଇଥିଲା । ଘଟଣାସ୍ଥଳରେ ସ୍ବାମୀ,ସ୍ତ୍ରୀ ଓ ପୁତୁରାଙ୍କ ମୃତ୍ୟୁ ହୋଇଛି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଲାଖମରା ଗାଁର ମମତା ମେହେର, ଆଶିଷ ମେହେର ଓ ପୁତୁରା ଚାଷ କାମ ପାଇଁ ବିଲକୁ ଯାଇଥିଲେ । ଚାଷ ଜମିରେ ପାଣି ମଡ଼ାଇବା ବେଳେ ବର୍ଷା ଓ ଘଡଘଡି ସହିତ ବିଜୁଳି ହୋଇଥିଲା । ଚାଷ କ୍ଷେତରେ ତିଆରି ହୋଇଥିବା ଚାଳ ଘରେ ସେମାନେ ଆଶ୍ରୟ ନେଇଥିଲେ । ସେହି ସମୟରେ ବଜ୍ରପାତ ହୋଇଥିଲା । ଫଳରେ ୩ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟିତ , ସବୁ ଧର୍ମର ଲୋକଙ୍କ ପ୍ରବେଶ ପାଇଁ ଅନୁମତି

ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟିତ , ସବୁ ଧର୍ମର ଲୋକଙ୍କ ପ୍ରବେଶ ପାଇଁ ଅନୁମତି

କୋଲକତା : ଉଦଘାଟିତ ହେଲା ଦୀଘା ଜଗନ୍ନାଥ ମନ୍ଦିର । ଅକ୍ଷୟ ତୃତୀୟା ଅବସରରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ବର୍ଷା ପରେ ପୁଣି ଏକ ସପ୍ତାହ ଯାଏ ଥରିବ ଓଡ଼ିଶା

ରାଜ୍ୟରେ କାଳ ବୈଶାଖୀ ପ୍ରଭାବ, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ । କାଳବୈଶାଖୀ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି। କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା,...

ADVERTISEMENT
ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର

ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର । ଆଗାମୀ ଜନଗଣନାରେ ଜାତି ଭିତ୍ତିକ ଜନଗଣନାକୁ ସାମିଲ କରାଯିବ । ପ୍ରଧାନମନ୍ତ୍ରୀ ଅନୁମୋଦନ କରିଥିବା ସୂଚନା...

Login