The Ultimate Managed Hosting Platform
ADVERTISEMENT

ବଜ୍ରାଘାତରେ ଗୋଟିଏ ପରିବାରର ୩ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

କୋରାପୁଟ : ଆକାଶରୁ ଖସିଲା ମୃତ୍ୟୁ । ବଜ୍ରାଘାତରେ ପରିବାରର ୩ ଜଣଙ୍କର ମୃତ୍ୟୁ । କୋରାପୁଟ ପଟାଙ୍ଗୀ ବ୍ଲକ ଅମ୍ଫାବାଲି ପଞ୍ଚାୟତ କନ୍ଧପୁଟାବନ୍ଧ ଗାଁରେ ବଜ୍ରପାତ । ବାପା ଓ ଝିଅ ସହ ମାଉସୀର ମୃତ୍ୟୁ ହୋଇଥିବା ସୂଚନା । ବିଲରେ କାମ କରିବା ବେଳେ ବଜ୍ରପାତ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ତୋରଣ ପାଇଁ ରାସ୍ତା ନଷ୍ଟ ହେବ ନାହିଁ : ହାଇକୋର୍ଟ

ତୋରଣ ପାଇଁ ରାସ୍ତା ନଷ୍ଟ ହେବ ନାହିଁ : ହାଇକୋର୍ଟ

ଭୁବନେଶ୍ୱର : ପାର୍ବଣ କଟକଣା ଉପରେ ହାଇକୋର୍ଟଙ୍କ ନିଦେ୍ର୍ଦଶ । ତୋରଣ ନିର୍ମାଣ ପାଇଁ ପ୍ରଶାସନର ଅନୁମତି ଆବଶ୍ୟକ । ତୋରଣ ଗୁଡିକର ନିରାପତ୍ତା ନିଶ୍ଚିତ କରିବ...

Login