The Ultimate Managed Hosting Platform
ADVERTISEMENT

ବଜ୍ରାଘାତ ନେଲା ୩ ଜୀବନ

Facebook
Twitter
LinkedIn

ନୀଳଗିରି : ପୁଣି ଆକାଶରୁ ଖସିଲା ମୃତ୍ୟୁ । ବଜ୍ରାଘାତରେ ୨ ମହିଳାଙ୍କ ସମେତ ୩ ଶ୍ରମିକଙ୍କ ଜୀବନ ଯାଇଛି । ବରହମପୁର ଥାନା ଛତ୍ରପୁରରେ କେନାଲ କାମ ଚାଲିଥିବା ବେଳେ ବଜ୍ରାଘାତ ହୋଇଥିଲା । ୨ ଜଣ ଗୁରୁତରଙ୍କୁ ହସ୍ପିଚାଲରେ ଭର୍ତ୍ତି କରାଯାଇଥିଲା । ସମସ୍ତେ କେନାଲ କାମରେ ନିୟୋଜିତ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login