The Ultimate Managed Hosting Platform
ADVERTISEMENT

ବଡ ଦେଉଳରୁ ଖସିଲା ପଥର

Facebook
Twitter
LinkedIn

ପୁରୀ : ବଡ ଦେଉଳ ଦକ୍ଷିଣ ପଶ୍ଚିମ ପଟ ମନ୍ଦିରରୁ ଖସିଲା ପଥର । ଆଜି ଭୋର ସମୟରେ ବରାହ ମନ୍ଦିରରୁ ଖସିଛି ପଥର। ବିମଳା ମନ୍ଦିର ନିକଟ ବରାହ ମନ୍ଦିର ପାଖ ମୁଖ୍ୟ ମନ୍ଦିରରୁ ପଥର ଖସିଲା । ପଥର ଖସି ଏକାଦଶୀ ମନ୍ଦିରର ଟିଣ ଛାତ କଣା ହୋଇଥିବା ସୂଚନା । ଏଏସଆଇ ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର ପରିବର୍ତ୍ତନ କରାଯାଇଥିଲା । ଏଏସଆଇ ପକ୍ଷରୁ ଦକ୍ଷିଣ ଘର ଉପର ଅଂଶର ମରାମତି କରାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login