The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବଡ ଧରଣର ମାଓ ଡମ୍ପ ଠାବ, କୁମ୍ବିଂ ଅପରେସନ ବେଳେ ହେଲା ଠାବ

Facebook
Twitter
LinkedIn

ମାଲକାନଗିରି : ଠାବ ହେଲା ବଡ ଧରଣର ମାଓ ଡମ୍ପ । ମାଲକାନଗିରି ଜିଲ୍ଲାରେ କାଲିମେଳା ଥାନା ଭେଜାଙ୍ଗିୱାଡା ଜଙ୍ଗଲରେ କମ୍ବିଂ ଅପରେସନ ବେଳେ ଏହି ମାଓ ଡମ୍ପକୁ ଠାବ କରିଛନ୍ତି ୧୪୨ ବାଟାଲିଆନର ବିଏସଏଫ ଜବାନ । ଦୟାଳତୂଙ୍ଗ ଗାଁ ପାଖରେ ଥିବା ଏକ ଗୁମ୍ଫା ଭିତରେ ତଲାସୀ କରିବା ବେଳେ ମାଓବାଦୀଙ୍କ ଏକ ଡମ୍ପ ଜବାନଙ୍କ ହାତରେ ଲାଗିଥିଲା । ଡମ୍ପ ଭିତରେ ଦୁଇଟି ଲ୍ୟାଣ୍ଡମାଇନ, ୬୨ଟି ଜିଲୋଟିନ ଷ୍ଟିକ୍, ବେଟେରୀ, ବିଦ୍ୟୁତ ତାର, ସୋଲାର ପେନାଲ, ନକ୍ସଲ ପୋଷାକ ଓ ପ୍ରଚାର ପତ୍ର ରହିଥିଲା । ଲ୍ୟାଣ୍ଡମାଇନ ଉଦ୍ଧାର କରିବା ପରେ ଏହାକୁ ନିଷ୍କ୍ରିୟ କରିଛନ୍ତି ସୁରକ୍ଷା କର୍ମୀ । ମାଓବାଦୀ ମାନେ ଜବାନଙ୍କୁ ଟାର୍ଗେଟ କରିବା ଲାଗି ଏହି ସବୁ ବିସ୍ଫୋରକ ସାମଗ୍ରୀ ଏକାଠି କରିଥିବା ବିଏସଏଫ ବାହିନୀ ପକ୍ଷରୁ ସୂଚନା ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login