April 27, 2024 1:26 pm

The Ultimate Managed Hosting Platform
ADVERTISEMENT

ବଢିବ ତାତି, ୪୦ ଡିଗ୍ରୀ ଛୁଇଁପାରେ ତାପମାତ୍ରା

Facebook
Twitter
LinkedIn

ଭୁବନେଶ୍ୱର : ଆଗକୁ ଆହୁରି ତାତିବ ଓଡିଶା । ୩ ଡିଗ୍ରୀ ବଢିପାରେ ଦିନର ସର୍ବୋଚ୍ଚ ତାପମାତ୍ରା । ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ । ଏନେଇ ଆକଳନ କରିଛି ଆଂଚଳିତ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶାର ଅଧିକାଂଶ ସହରର ତାପମାତ୍ରା ୩୮ରୁ ୪୦ ଡିଗ୍ରୀ ଏବଂ ଉପକୂଳ ଓ ଉତ୍ତର ଓଡିଶାର ତାପମାତ୍ରା ୩୬ରୁ ୩୮ ଡିଗ୍ରୀ ଛୁଇଁବ । ଅନ୍ୟପଟେ ୨୪ ଘଂଟାରେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ହାଲୁକା ବର୍ଷା ସାଙ୍ଗକୁ ଘଂଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆଜିଠୁ ପ୍ରବଳ ଖରା : ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା

୪ ଦିନ ହେଭି ୱେଟ !

ଭୁବନେଶ୍ୱର : ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ ହିଟ୍ ୱେଭ ସ୍ଥିତି । ହିଟ୍ ୱେଭ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା...

ADVERTISEMENT

Login