The Ultimate Managed Hosting Platform
ADVERTISEMENT

ବଢିବ +୨ ସିଟ୍ : ଗଣଶିକ୍ଷା ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ୨୦୨୩-୨୪ ଶିକ୍ଷାବର୍ଷରୁ +୨ ସିଟ୍ ବଢାଇବାକୁ ନିଷ୍ପତ୍ତି । ପ୍ରେସମିଟ କରି ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ଓ ସଚିବ । ମାଟ୍ରିକ ପରୀକ୍ଷାରେ ସଫଳତା ହାର ଅଧିକ ଥିବାରୁ ସିଟ୍ ବଢିବ । ଆବଶ୍ୟକତାକୁ ଦେଖି ସିଟ୍ ବଢାଇବାକୁ ବିଭାଗ ପକ୍ଷରୁ ନିଷ୍ପତ୍ତି । ୧୦୬ଟି ନୂତନ ଉଚ୍ଚ ମାଧ୍ୟମିକ ସ୍କୁଲ ଖୋଲିବାକୁ ଘୋଷଣା । ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୩ ହଜାର ସିଟ୍ ବୃଦ୍ଧି କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗଣଶିକ୍ଷା ବିଭାଗର ବାର୍ଷିକ ସମୀକ୍ଷା ପରେ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆବଶ୍ୟକତାକୁ ଦେଖି ସିଟ୍ ବଢ଼ାଇବାକୁ ବିଭାଗ ପକ୍ଷରୁ ନିଷ୍ପତ୍ତି। ଏହାସହ ୨୦୨୩ ଶେଷ ସୁଦ୍ଧା ରାଜ୍ୟରେ ସବୁ ହାଇସ୍କୁଲରେ ଆଇଟି ଲ୍ୟାବ ଉପଲବ୍ଧ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login