The Ultimate Managed Hosting Platform
ADVERTISEMENT

ବଢିଲା ଇପିଏଫଓ ସୁଧହାର

Facebook
Twitter
LinkedIn

ନୂଆଦିଲ୍ଲୀ : ୨୦୨୨-୨୦୨୩ ଆର୍ଥିକ ବର୍ଷ ପାଇଁ ବଢିଲା ଇପିଏଫଓ ସୁଧହାର । ୮.୧୫ ପ୍ରତିଶତକୁ ବଢିଲା ଇପିଏଫଓ ସୁଧହାର । ସୁଧହାର ବୃଦ୍ଧି ନିଷ୍ପତ୍ତି ନେଲା ସେଣ୍ଟ୍ରାଲ ବୋର୍ଡ ଅଫ ଟ୍ରଷ୍ଟି । ଗତ ବର୍ଷ ଇପିଏଫଓ ସୁଧ ହାର ୮.୧ ପ୍ରତିଶତକୁ ହ୍ରାସ ପାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login