The Ultimate Managed Hosting Platform
ADVERTISEMENT

ବଢିଲା କେଜ୍ରିବ୍ୱାଲଙ୍କ ରିମାଣ୍ଡ ଅବଧି

Facebook
Twitter
LinkedIn

ନୂଆଦିଲ୍ଲୀ : ବଢିଲା କେଜ୍ରିବ୍ୱାଲଙ୍କ ରିମାଣ୍ଡ ଅବଧି । ଦିଲ୍ଲୀର ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗୁରୁବାର ଅପରାହ୍ନରେ ଇଡି ଟିମ୍ ରାଉସ୍ ଆଭେନ୍ୟୁ କୋର୍ଟରେ ହାଜର କରିଥିଲା। ସେଠାରେ ଉଭୟ ଇଡି ଏବଂ କେଜ୍ରିୱାଲଙ୍କ ଓକିଲଙ୍କ ମଧ୍ୟରେ ଯୁକ୍ତି ହୋଇଥିବା ଦେଖିବାକୁ ମିଳିଥିଲା। ଯୁକ୍ତି ଶୁଣିବା ପରେ କୋର୍ଟ କେଜ୍ରିୱାଲଙ୍କ ଇଡି ରିମାଣ୍ଡକୁ ଆହୁରି ୪ ଦିନ ବଢ଼ାଇ ଦେଇଛନ୍ତି। ଅର୍ଥାତ ଏପ୍ରିଲ ୧ଯାଏ ବଢ଼ିଛି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଇଡି ରିମାଣ୍ଡ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଗୁଜୁରାଟ ମନ୍ତ୍ରିମଣ୍ଡଳ ପୁନର୍ଗଠନ ; ମୋଟ ୨୫ ମନ୍ତ୍ରୀ ନେଲେ ଶପଥ, ୬ ପୁରୁଣା ଚେହେରା

ଗୁଜୁରାଟ ମନ୍ତ୍ରିମଣ୍ଡଳ ପୁନର୍ଗଠନ ; ମୋଟ ୨୫ ମନ୍ତ୍ରୀ ନେଲେ ଶପଥ, ୬ ପୁରୁଣା ଚେହେରା

ଗୁଜୁରାଟ : ଗୁଜୁରାଟରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ । ନୂଆ ମନ୍ତ୍ରୀ ମାନଙ୍କୁ ଶପଥ ପାଠ କରାଉଛନ୍ତି ରାଜ୍ୟପାଳ । ଆଜି ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ...

Login