ଭୁବନେଶ୍ୱର : ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ଲାଇଟ ମେସିନ ଗନ ସହ ଆତ୍ମସମର୍ପଣ କଲେ ମିଳିବ ୪ ଲକ୍ଷ ୯୫ ହଜାର ଟଙ୍କା । ଏକେ ୪୭ ସହ ଆତ୍ମ ସମର୍ପଣ କଲେ ମିଳିବ ୩ ଲକ୍ଷ ୩୦ ହଜାର ଟଙ୍କା । ଏସଏଲଆର ସହ ଆତ୍ମସମର୍ପଣ କଲେ ମିଳିବ ୧ ଲକ୍ଷ ୬୫ ହଜାର ଟଙ୍କା । ୧୦ ଲକ୍ଷ ପୁରସ୍କାର ଥିବା ମାଓବାଦୀ ଆତ୍ମସମର୍ପଣ କଲେ ମିଲିବ ୫ ଲକ୍ଷ ଟଙ୍କା । ସେମାନଙ୍କ ନାଁରେ ଥିବା ସବୁ ଛୋଟମୋଟ ମାମଲା ପ୍ରତ୍ୟାହାର କରିବେ ସରକାର ।
Views: 21











